• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Virgo

କନ୍ୟା

Tuesday 27 Aug 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ୱ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ ।

ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ।

ଚିତ୍ରା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ପ୍ରତିକାର - ଶ୍ରୀବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :