• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Libra

ତୁଳା

Tuesday 27 Aug 2024

ଚିତ୍ରା- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ସ୍ୱାତୀ- କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରି ପାରନ୍ତି ।

ବିଶାଖା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :