• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Sagittarius

ଧନୁ

Tuesday 27 Aug 2024

ମୂଳା- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।

ପୂ, ଷାଢା- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷାପୂର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।

ଉ, ଷାଢା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପ୍ରତିକାର –ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :