• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th August 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ଭଲ ରହିବ ..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ

Capricorn

ମକର

Tuesday 27 Aug 2024

ଉ,ଷାଢା- ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡ଼ିପାରେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ହଜି ଯାଇଥିବା ଜିନିଷ, ଧାତୁ ଅଳଙ୍କାର, ଟଙ୍କା ପଇସା ସନ୍ଧାନ ପାଇପାରନ୍ତି ।

ଶ୍ରବଣା- ସାହିତ୍ୟ, ସାମ୍ବାଦିକତା, ସଭାସମିତିରେ ପ୍ରଶଂସିତ ହେବେ । ନିର୍ମାଣାଧୀନ କାମରେ ସତର୍କତା ଅବଲମ୍ବନ କରିବା ଭଲ । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :