• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Aries

ମେଷ

Tuesday 27 Dec 2022

ଅଶ୍ୱନୀ – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ଦ୍ୱିଜା – ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ । ଘରେ କୈାଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି

କୃତିକା – କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ। ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ । ଛାତ୍ରଛାତ୍ରୀ ମାନେ ଖେଳ,କୁଦରେ ରୁଚି ବଢାଇବେ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :