• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Aquarius

କୁମ୍ଭ

Tuesday 27 Dec 2022

ଧନିଷ୍ଠା – ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି ।

ଶତଭିଷା – ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର‌୍ୟ୍ୟ ସୁରୁଖୁରୁରେ ହେଇଯିବ । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ , ଭାଦ୍ରପଦ – ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । କେହି ଆପଣଙ୍କୁ ସାହାଯ୍ୟର ହାତ ବଢାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :