• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 27 Dec 2022

ପୁନର୍ବସୁ – କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୁଷ୍ୟା – ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ ।

ଅଶ୍ଳେଷା - ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :