• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 27 Dec 2022

ମଘା – ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ପୂ , ଫାଲଗୁନୀ - ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । ଜୀବନରେ ନୂଆ ସଂକେତ ମିଳିପାରେ । ସାମାଜିକ କାର‌୍ୟ୍ୟ ଲାଗି ରୁଚି ବଢିପାରେ

ଉ ,ଫାଲଗୁନୀ – କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :