• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Virgo

କନ୍ୟା

Tuesday 27 Dec 2022

ଉ , ଫାଲଗୁନୀ – ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । ମନରେ ଅଶାନ୍ତି ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ହସ୍ତା – କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ ।ଜୀବନରେ ଲାଭର ଅବସର ପାଇବେ । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ । ଦଳୀୟ କର୍ମୀ ମାନେ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ

ଚିତ୍ରା – ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :