• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 27 Dec 2022

ଚିତ୍ରା – ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ପରିକ୍ଷାରେ କୃତକାର‌୍ୟ୍ୟ ହେବେ l ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶସା ପାଇବେ l ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ

ସ୍ୱାତୀ – ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ l ବନ୍ଧୁଙ୍କ ସହୟତାରେ ପାରିବାରିକ ସ୍ଥିତିରେ ଉନ୍ନତି ଘଟିବ l ବିଦ୍ୟୁତ୍ ବ୍ୟବସାୟରେ ଲାଭବାନ୍ ହେବେ ।

ବିଶାଖା – ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ l ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ l ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ l ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :