• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Sagittarius

ଧନୁ

Tuesday 27 Dec 2022

ମୂଳା – ନିଜର ଚକ୍ଷୁ ପ୍ରତି ଧ୍ୟାନ ଦିଅନ୍ତୁୁ । ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । ବିବାଦୀୟ ପରିସ୍ଥିତିରେ ସଫଳତା ଯୋଗୁଁ ମନ ଖୁସି ରହିବ ।

ପୂ , ଷାଢା – ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ବାଧ୍ୟ, ବାଧକତାରେ ଦୂରଯାତ୍ରା କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।

ଉ , ଷାଢା –ଆର୍ଥିକ ମାମଲାରେ କାହାରିକୁ ଭରସା କରନ୍ତୁ ନାହିଁ । ମହିଳା ମାନେ ମଧୁର ସଂପର୍କ ଗଢିବେ ।ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :