• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Dec 2022: ଏହି ରାଶିର ବ୍ୟକ୍ତିର ଆଜି ପ୍ରେମ ସମ୍ପର୍କରେ ତିକ୍ତତା ଦେଖାଦେବ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି- ୫ମୀ ରାତ୍ରି ୧୦.୫୩ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର- ମିଥୁନ , ମୀନ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ କୃଷିହାନି- ଭୂମିଦାନ ।

Capricorn

ମକର

Tuesday 27 Dec 2022

ଉ , ଷାଢା - ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର‌୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ ।

ଶ୍ରବଣା – ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ । ଆୟ- ବ୍ୟୟ ସମାନ ରହିବ । କୈାଣସି ଗୋଟେ ବଡ ପଦବୀ ଯାଇପାରେ ।

ଧନିଷ୍ଠା – ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :