Daily Horoscope 27th December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ସମ୍ପର୍କ ଭଲ ରହିବ ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1735267066-655839.jpg)
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୧.୫୬ ଗତେ ବିଛା ତିଥି-୧୨ ଶୀ ରାତ୍ରି ୦୨.୨୬ ଗତେ ୧୩ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି -ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୨୭ ଗତେ ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୨.୨୬ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
