• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Tuesday 27 Feb 2024

ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ଦ୍ୱିଜା- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢିଯିବ ।

କୃତିକା- ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଭୂ-ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ।

ପ୍ରତିକାର- କେସରର ତିଲକ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :