• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 27 Feb 2024

କୃତିକା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ ।

ରୋହିଣୀ- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ମୃଗଶିରା- କୋର୍ଟ ମାମଲାରେ ଲାଭ ହେବ । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ ।

ପ୍ରତିକାର- ମା’ କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :