• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 27 Feb 2024

ଧନିଷ୍ଠା-ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି । ଶରୀର ପାଇଁ ଚିନ୍ତା ଆଦୌ ରହିବ ନାହିଁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ ।

ଶତଭିଷା- ଅଫିସରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ରାଜନୀତିରେ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସମସ୍ୟା ସୃଷ୍ଟି କରିପାରନ୍ତି । ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପୂ,ଭାଦ୍ରପଦ- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳାମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି ।

ପ୍ରତିକାର- ମା’ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :