• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 27 Feb 2024

ପୂ,ଭାଦ୍ରପଦ- ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିଯୋଗିତାରେ ସଫଳତା ପାଇପାରନ୍ତି । ବ୍ୟବସାୟରେ ଆତ୍ମୀୟମାନଙ୍କ ଅଭାବ ରହିବ ନାହିଁ ।

ଉ,ଭାଦ୍ରପଦ- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ରେବତୀ- ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ବୁଦ୍ଧି ଖର୍ଚ୍ଚ କରିବାକୁ ପଡ଼ିବ । ବାଣିଜ୍ୟ, ବ୍ୟବସାୟରେ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :