• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 27 Feb 2024

ମୃଗଶିରା- କୌଣସି ନୂତନ ଯୋଜନା କରିବା ପାଇଁ ମନ ବଳାଇପାରନ୍ତି । ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ଯୋଗଦେବାର ସୁଯୋଗ ପାଇବେ ।

ଆଦ୍ରା- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପୁନର୍ବସୁ- ବହୁତ ଦିନରୁ ଲାଗିଥିବା ବିବାଦରୁ ମୁକ୍ତି ମିଳିବ । ଅଯଥା ଭ୍ରମଣ ଫଳରେ ଦେହ ଅସୁସ୍ଥ ହୋଇପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର- ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :