• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Tuesday 27 Feb 2024

ପୁନର୍ବସୁ- ବ୍ୟବସାୟରେ ଅଗ୍ରଗତି ଘଟିବ । କୈାଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପରିବାରରେ ସମସ୍ତେ ଶାନ୍ତିରେ ସମୟ କାଟିବେ ।

ପୁଷ୍ୟା- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନୀତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ଅଶ୍ଲେଷା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର- ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :