• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 27 Feb 2024

ମଘା- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ପୂ,ଫାଲଗୁନି- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳି ନେବେ ।

ଉ,ଫାଲଗୁନି- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତ୍ତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ ।

ପ୍ରତିକାର- ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :