• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 27 Feb 2024

ଉ,ଫଲଗୁନି- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।

ହସ୍ତା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।

ଚିତ୍ରା- ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ପ୍ରତିକାର- ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :