• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Tuesday 27 Feb 2024

ଚିତ୍ରା- କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ଶଯ୍ୟାସାୟୀ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।

ସ୍ୱାତୀ- ରାଜନୀତି, ସଭାସମିତି କାର୍ଯ୍ୟ ସକାଶେ ଆଲୋଚନା ଫଳପ୍ରଦ ହୋଇପାରେ । କେତେକ କ୍ଷେତ୍ରରେ ପର ପାଇଁ ଖଟିବାକୁ ପଡ଼ିପାରେ । ବନ୍ଧୁଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି ।

ବିଶାଖା- ଅଚାନକ ଭାବରେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି।ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଂଗୀତ ଆସରରେ ଯୋଗଦେବାର ସୁଯୋଗ ପାଇବେ ।

ପ୍ରତିକାର- ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :