• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 27 Feb 2024

ମୂଳା- କର୍ମକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଗତକାଲିଠାରୁ ଚେଷ୍ଟା କରୁଥିବା କାମଗୁଡିକ ଆଜି ଅପରାହ୍ନେ ଠିକ୍ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ ।

ପୂ,ଷାଢା- ସମସ୍ୟା ସମାଧାନ କରିବାରେ ସଫଳ ହେବେ । ବନ୍ଧୁମିଳନ ସାଙ୍ଗକୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଦେବ ଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ ।

ଉ,ଷାଢା- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର- ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :