• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th feb 2024: ଏହି ରାଶିର ବ୍ୟକ୍ତିଙ୍କ ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ

ସୌର କୁମ୍ଭମାସ ଫାଲ୍‌ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Tuesday 27 Feb 2024

ଉ,ଷାଢା- ଅର୍ଥଲାଭ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ ।

ଶ୍ରବଣା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ ।

ଧନିଷ୍ଠା- ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :