• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Monday 27 Feb 2023

ମୃଗଶିରା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ।

ଆଦ୍ରା- ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳା ମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ ।

ପୁନର୍ବସୁ- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :