• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Monday 27 Feb 2023

ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର‌୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ- ଫାଲ୍‌ଗୁନୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରି ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ଉ- ଫାଲ୍‌ଗୁନୀ- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :