• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Monday 27 Feb 2023

ଉ- ଫାଲ୍‌ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।

ହସ୍ତା- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ କ୍ଷ ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ କ୍ଷ ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି କ୍ଷ ଉଦ୍ଧିଷ୍ଟ କାର‌୍ୟ୍ୟ ସିଦ୍ଧି ହେବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :