• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Monday 27 Feb 2023

ଚିତ୍ରା- ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ସ୍ୱାତୀ- ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ

ବିଶାଖା- ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।

ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :