• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Monday 27 Feb 2023

ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି

ପୂ, ଷାଢା- ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଉ, ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଭଗବାନ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :