ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୮ମୀ ରାତ୍ରି ୦୨.୨୧ ଗତେ ୯ମୀ ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ନାସ୍ତି ।
ଉ, ଷାଢା- ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।
ଶ୍ରବଣା- କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର୍ୟ୍ୟ ସହଯୋଗ ପାଇବେ । ରାଜନିତିରେ କାର୍ୟ୍ୟରେ ନେତୃତ୍ୱ ନେବେ । ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି
ଧନିଷ୍ଠା- ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮