କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ
ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ
କୃତିକା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡି କୁ ନେଇ ଦ୍ୱନ୍ଦ ଲାଗିପାରେ ।
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯