କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ଧନିଷ୍ଠା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ
ଶତଭିଷା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ ।ବ୍ୟସ୍ତତା ଭିତରେ ସମୟ ବିତାଇବେ
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮