କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ମୃଗଶିରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ
ଆଦ୍ରା- ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫