କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ମଘା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ
ପୂ,ଫାଲଗୁନି- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧