କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ ଶୀ ଦିବା ୦୮.୫୪ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି
ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ
ସ୍ୱାତୀ- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି
ବିଶାଖା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬