• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Aries

ମେଷ

Friday 27 Jan 2023

ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

କୃତିକା- ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ଦ୍ୱିଜା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :