ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ରୋହିଣୀ- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।
ମୃଗଶିରା- କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬