ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ଧନିଷ୍ଠା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ଶତଭିଷା- ନୂଆ କାମ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ
ପୂ, ଭାଦ୍ରପଦ- ରାଜନିତିରେ ନିଜକୁ ଦୃଢ ରôଖବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮