ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ମୃଗଶିରା- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ଯ୍ୟ କରିବ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । କବିଙ୍କର କୈାଣସି କବିତାରେ ପ୍ରଂଶସା ମିଳିପାରେ ।
ଆଦ୍ରା- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।
ପୁନର୍ବସୁ- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫