ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ପୁନର୍ବସୁ- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ ।
ପୁଷ୍ୟା- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଅଶ୍ଳେଷା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨