ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ମଘା- ପିତାମାତାଙ୍କ ଓ ସହଯୋଗ ପାଇବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ
ପୂ- ଫାଲ୍ଗୁନୀ- ଖେଳକୁଦରେ ମନ ଦେବେ । କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।
ଉ- ଫାଲ୍ଗୁନୀ- ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧