ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ଚିତ୍ରା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।
ସ୍ୱାତୀ- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।
ବିଶାଖା- ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬