ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ମୂଳା- ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।
ପୂ, ଷାଢା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀ ମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଉ, ଷାଢା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩