ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ ସନ୍ଧ୍ୟା ୦୬.୩୭ ଗତେ ମେଷ,ତିଥି – ୬ଷ୍ଠୀ ଦିବା ୦୯.୧୦ ଗତେ ୭ମୀ,ଘାତ ଚନ୍ଦ୍ର – ଧନୁ ସନ୍ଧ୍ୟା ୦୬.୩୭ ଗତେ ମେଷ,ଘାତ ବାର- ବିଛା, ଧନୁ, ମୀନ,ପୁଷ୍କର ଦୋଷ – ଦିବା ୦୯.୧୦ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ଉ, ଷାଢା- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।
ଶ୍ରବଣା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮