• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Taurus

ବୃଷ

Saturday 27 Jan 2024

କୃତିକା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । କୌଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।

ରୋହିଣୀ- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ମୃଗଶିରା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ଦେବୀ ମାଙ୍କ ମନ୍ଦିରରେ କିଛି ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :