• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Aquarius

କୁମ୍ଭ

Saturday 27 Jan 2024

ଧନିଷ୍ଠା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ

ଶତଭିଷା- ଶିଳ୍ପ, ବାଣିଜ୍ୟ-ବ୍ୟବସାୟରେ ଆଶାନୁରୂପକ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନୀତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।

ପୂ,ଭାଦ୍ରପଦ- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । କଚେରି ମାମଲା ମନ୍ଥର ହୋଇପାରେ

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :