• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Gemini

ମିଥୁନ

Saturday 27 Jan 2024

ମୃଗଶିରା- ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ

ଆଦ୍ରା- ବାଦବିଦାଦ, ଓ ସାକ୍ଷାତକାରରେ ମନ ଖୁସି ହୋଇଯିବ । ପତି ପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି

ପୁନର୍ବସୁ- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :