• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Cancer

କର୍କଟ

Saturday 27 Jan 2024

ପୁନର୍ବସୁ- ମାନସିକ ସୁସ୍ଥତା ରହି ନ ପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି

ପୁଷ୍ୟା- ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ରହିବ । ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ

ଅଶ୍ଲେଷା- ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ରହିଛି । ପିଲା ମାନଙ୍କ ସହିତ ଖୁସିଗପ କରିବାର ମଉକା ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :