• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Leo

ସିଂହ

Saturday 27 Jan 2024

ମଘା- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି

ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ

ଉ,ଫାଲଗୁନି- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :