• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।

Virgo

କନ୍ୟା

Saturday 27 Jan 2024

ଉ,ଫଳଗୁନି- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ

ହସ୍ତା- ସାହିତ୍ୟ, ସାମ୍ବାଦିକତା, ସଭାସମିତିରେ ପ୍ରଶଂସିତ ହେବେ । ନିର୍ମାଣାଧୀନ କାମରେ ସତର୍କତା ଅବଲମ୍ବନ କରିବା ଭଲ । କଳା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

ଚିତ୍ରା- ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ବିବାଦର ସମାଧାନ ହୋଇଯିବ। ସ୍ୱାର୍ଥସାଧନ ଉଦ୍ଦେଶ୍ୟରେ ଆତ୍ମୀୟମାନେ ଆପଣଙ୍କ ପ୍ରଶଂସା କରି ପାରନ୍ତି।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :